ଆଜିର ଖବର ବାତ୍ୟା ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ବୈଠକ: ୨୯ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶ ଛତ୍ରପୁର: ସମ୍ଭାବ୍ୟ ବନ୍ୟାବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।…