ଆଜିର ଖବର ଜଗତସିଂହପୁରରେ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାରର ଶୁଭାରମ୍ଭ କଲେ ଜିଲ୍ଲାପାଳ ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ୱାରା ବୁଧବାର ପୂର୍ବାହ୍ନରେ ଶୁଭାରମ୍ଭ ହୋଇଯାଇଛି।…