ରାଜ୍ୟ ଖବର ଜିଲ୍ଲା ଖଣିଜ ପ୍ରତିଷ୍ଠାନର କାର୍ଯ୍ୟ ଏବଂ ପ୍ରକଳ୍ପ କାର୍ଯ୍ୟକାରିତା ଉପରେ ସରକାର ରଖିବେ ତୀକ୍ଷ୍ଣ ନଜର ଭୁବନେଶ୍ୱର: ଅନୁଗୋଳ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ପାଣ୍ଠିର ଉପଯୋଗରେ କରାଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଏବଂ ପ୍ରକଳ୍ପ କାର୍ଯ୍ୟକାରିତା ସଂପର୍କରେ …