ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା

ରଣପୁର/ଓଡଗାଁ: ନୟାଗଡ଼ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଓଡଗାଁ ସ୍ଥିତ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର…