ଆଜିର ଖବର ନାରୀ ଶକ୍ତି ବନ୍ଦନ ଅଧିନିୟମ ଆମ ଦେଶର ନେତୃତ୍ୱ ନେବା ଲାଗି ମହିଳାଙ୍କ ପାଇଁ ଏକ ଆହ୍ୱାନ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ମହିଳା ସଶକ୍ତିକରଣ ଲାଗି ନାରୀ ଶକ୍ତି ବନ୍ଦନ ଅଧିନିୟମର ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କ…