ଆଜିର ଖବର ୧୨୭ ବାଟାଲିୟନ CRPF ଦ୍ୱାରା ଜନସମ୍ପର୍କ ଶିବିର ଆୟୋଜିତ ଭୁବନେଶ୍ବର: ଜି/୧୨୭ ବାଟାଲିୟନ CRPF, ଯିଏକି ନକ୍ସଲ ବିରୋଧୀ କାର୍ଯ୍ୟ ପାଇଁ ପୋଲିସ ଷ୍ଟେସନ ବେଲଘର ନିୟୋଜିତ। ବେଲଘର ନିକଟସ୍ଥ ସରଦପୁର, ମେଣ୍ଡାବାରୁ, ବେଲା ସାରଦା, କରଜାଣ୍ଡି,…