ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଓ ଡିଅରନେସ ରିଲିଫ…