ବିଶେଷ ଖବର ଜୁଲାଇ ୨୩ ରେ ଦ୍ୱିତୀୟ ଦୀର୍ଘତମ ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ ଭାଙ୍ଗିବେ କି ନବୀନ ପଟ୍ଟନାୟକ? ଭୁବନେଶ୍ଵର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୩ ବର୍ଷ ଏବଂ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିଆସିଛନ୍ତି। ଜୁଲାଇ ୨୨ ତାରିଖ ଅର୍ଥାତ୍ ଠିକ୍…