ଆଜିର ଖବର ନୂଆଦିଲ୍ଲୀରେ ଜୁହାର୍ ନୂଆଁଖାଇ ପର୍ବ-୨୦୨୪’ର ରୌପ୍ୟ ଜୟନ୍ତୀ ସମାରୋହ ନୂଆଦିଲ୍ଲୀ/ଭୁବନେଶ୍ୱର: ଗଣପର୍ବ “ନୂଆଁଖାଇ” ସାରା ଦେଶରେ ଓଡ଼ିଶାର ନୂଆ ପରିଚୟ ତିଆରି କରିଛି। ଗାଁରୁ ସହର, ରାଜ୍ୟରୁ ଦେଶ ତଥା ବିଦେଶରେ ମଧ୍ୟ ଓଡ଼ିଆମାନେ ଉତ୍ସାହ ଉଦ୍ଦୀପନାରେ…