ଆଜିର ଖବର ଭିତ୍ତିଭୂମି ଆମ ପାଇଁ ରାଜନୀତି ନୁହେଁ ବରଂ ରାଷ୍ଟ୍ରନୀତିର ଅଂଶବିଶେଷ: ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,…