ଆଜିର ଖବର ଜେଲରେ ଅସୁସ୍ଥ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ: ଭୁବନେଶ୍ୱର ସ୍ଥାନାନ୍ତରିତ ସୀତାରାମ ଅଗ୍ରୱାଲ ବାଣପୁର: ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇଛନ୍ତି। ରାତାରାତି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି। ଏ ନେଇ ଖୋର୍ଦ୍ଧା ଏସପି…