ବିଶେଷ ଖବର ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା ଭୁବନେଶ୍ୱର: ରାଜ୍ୟ ସରକାର ଜେଲ୍ ସଂଗଠନର ଅଧିକାରୀ ଓ କର୍ମଚାରୀମାନଙ୍କର ଭତ୍ତା ବୃଦ୍ଧି କରିଛନ୍ତି। ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ…