ଆଜିର ଖବର ସାଇ ମନ୍ଦିର ଚୋରି ଘଟଣାର ପର୍ଦ୍ଦାଫାଶ କଲା କୁଜଙ୍ଗ ପୋଲିସ: ଚୋରି ସାମଗ୍ରୀ ଜବତ, ଜେଲ ଗଲେ ଅଭିଯୁକ୍ତ କୁଜଙ୍ଗ: କୁଜଙ୍ଗ ଥାନା ମଙ୍ଗରାଜପୁର ପଂଚାୟତ ଅଧୀନ ସନ୍ତରା (କୃଷ୍ଣଚନ୍ଦ୍ରପୁର) ସ୍ଥିତ ପ୍ରସିଦ୍ଧ ଶିରିଡି ସାଇ ମନ୍ଦିରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର ଓ ନଗଦ ଅର୍ଥ…