ଆଞ୍ଚଳିକ ଓଡ଼ିଶା ଯୁବ ବୈଜ୍ଞାନିକ ପୁରସ୍କାରରେ ସମ୍ମାନିତ ହେଲେ ବାଣପୁରର ଯୁବ ବୈଜ୍ଞାନିକ ଶଶାଙ୍କ ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶା ବିଜ୍ଞାନ ଏକଡେମୀ ପକ୍ଷରୁ ‘ବୈଜ୍ଞାନିକ ସମ୍ବଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ-୨୦୨୦’ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏକାଡେମୀର…