ଆଜିର ଖବର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ବିରାଟ କୋହଲିଙ୍କୁ ପଛରେ ପକାଇଲେ ରୋହିତ ଶର୍ମା, ଜୋ ରୁଟ୍ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜ ମଧ୍ୟରେ ଆଇସିସି ର଼୍ୟାଙ୍କିଙ୍ଗରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଉତ୍କୃଷ୍ଟ ଫର୍ମରେ ଚାଲୁଥିବା ଇଂଲଣ୍ଡ ଅଧିନାୟକ…