ଆଜିର ଖବର ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ପୁରୀ: ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ସନ୍ଧ୍ୟ।…