ଆଜିର ଖବର ଉତକେଲା ଓ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ବିମାନ ସେବାର ଶୁଭାରମ୍ଭ ଭୁବନେଶ୍ଵର: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍ ସିନ୍ଧିଆ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ ବିଜୟ କୁମାର ସିଂହ (ଅବସରପ୍ରାପ୍ତ) ଆଜି ଉତକେଲା…