ଆଜିର ଖବର ‘ସାଂସଦ ନିଯୁକ୍ତି ପ୍ରୟାସ’ ମାଧ୍ୟମରେ ୨୫୬ ମହିଳାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରିବା ସହ ସେମାନଙ୍କ ପାଇଁ ସ୍ଥାୟୀ ରୋଜଗାରର ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟରେ ଭୁବନେଶ୍ୱରର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପକ୍ଷରୁ…