ଆଜିର ଖବର ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ବଡ ଝଟକା, ଦଳରୁ ଇସ୍ତଫା ଦେଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନୂଆଦିଲ୍ଲୀ: ଗୁଜୁରାଟରେ ନିର୍ବାଚନ ପୂର୍ବରୁ ବିଜେପି ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛି। ଏଠାରେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ବ୍ୟାସ…