ଆଜିର ଖବର ନୂଆଦିଲ୍ଲୀରେ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସମାରୋହ ପାଳିତ ନୂଆଦିଲ୍ଲୀ/ଭୁବନେଶ୍ୱର: ‘ଉତ୍କଳ କେଶରୀ’ ଡକ୍ଟର ହରେକୃଷ୍ଣ ମହତାବ ଓଡ଼ିଶାର ଗର୍ବ ଗୌରବ। ସେ କେବଳ ସ୍ୱତନ୍ତ୍ରତା ସଂଗ୍ରାମୀ ନ ଥିଲେ ବରଂ ଜଣେ ମହାନ ସମାଜ ସୁଧାରକ,…