ଜାତୀୟ ଖବର ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବହୁମୁଖୀ ଇନ୍ଡୋର ଷ୍ଟାଡିୟମର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ ଓଡ଼ିଶାର ୧୨ଟି…