ଆଜିର ଖବର ଜୟପୁର ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା ନୂଆଦିଲ୍ଲୀ: ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଆଜି ହୋଇଥିବା ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ…