ଜୟା ଏକାଦଶୀ

ଭୁବନେଶ୍ବର, ମାଘ ମାସ ଶୁକ୍ଳପକ୍ଷ ଏକାଦଶୀକୁ ଭୀଷ୍ମ ଏକାଦଶୀ ଭାବେ ପାଳନ କରାଯାଏ । ଏହା ଜୟା ଏକାଦଶୀ ବା ଭୈମୀ ଏକାଦଶୀ ଭାବରେ ମଧ୍ୟ ପରିଚିତ…