ଆଜିର ଖବର ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆପଣ ସମସ୍ତଙ୍କୁ ଜନ୍ମାଷ୍ଟମୀର ଶୁଭକାମନା।…