ଆଜିର ଖବର ଝଙ୍କଡ଼ ଗସ୍ତ କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ: ମା’ ସାରଳାଙ୍କ ପୀଠର ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଜଗତସିଂହପୁରର ଝଙ୍କଡ଼ ପୀଠକୁ ଯାଇ ମା’ ସାରଳାଙ୍କୁ…