ରାଜ୍ୟ ଖବର ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଭୁବନେଶ୍ୱର: ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଶୁକ୍ରବାର ଝାରପଡା ଜେଲରୁ ଜାମିନରେ ମୁକୁଳିଛନ୍ତି। ଜେଲରୁ ବାହାରିବା ସମୟରେ ବହୁ ଛାତ୍ର ନେତା ଉପସ୍ଥିତ…