ଜାତୀୟ ଖବର ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିମାନବନ୍ଦରରେ ଭବ୍ୟ ସ୍ବାଗତ ଭୁବନେଶ୍ବର: ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ସେ ଆସି ଝାରସୁଗୁଡାରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ପ୍ରଦାନ…