ଆଜିର ଖବର ନୂଆ ଓଡ଼ିଆ ଚଳଚ୍ଚିତ୍ର ରୁଦ୍ରାଣୀର ଶୁଭମହୁରତ: ପ୍ରଯୋଜନାରେ ପାଦ ଥାପିଲେ ଝିଲିକ୍ ଭୁବନେଶ୍ୱର: ଅଭିନୟରେ ସେ ଓଡିଶାବାସୀଙ୍କ ହୃଦୟ ଜିତିଥିଲେ। ବିବାହ ପରେ କିନ୍ତୁ ଅଭିନୟ ଠାରୁ ଦୂରେଇ ଯାଇଥିଲେ। ଏବେ ପୁଣି ଥରେ ଗ୍ଲାମର୍ ଇଣ୍ଡଷ୍ଟ୍ରିକୁ କରିଛନ୍ତି ବ୍ୟାକ୍।…