ଟାଇମପାସ ପ୍ରକାଶନ

ଭୁବନେଶ୍ୱର: ଟାଇମପାସ ପ୍ରକାଶନ ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ପଞ୍ଚମ ‘ବହିବର୍ଷା’ରେ ଲୋକାର୍ପିତ ହୋଇଯାଇଛି ତେରଟି ପୁସ୍ତକ। ବର୍ଷଣମୁଖର ସଂଧ୍ୟାରେ ଅନୁଷ୍ଠିତ ଏହି ମାରାଥନ୍‍ ପୁସ୍ତକ…