ବିଶେଷ ଖବର ‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ ଭୁବନେଶ୍ବର: ଟାଟା ପାୱାରର ଶୋଷଣ, ଏମଜିଏନଆରଇଜିଏସ ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ପରିବର୍ତ୍ତନ ତିନି ଗୁରୁତର ସମସ୍ୟାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ…