ଆଜିର ଖବର ଭୁବନେଶ୍ୱର ନାଇଜରଠାରେ କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ସାଂସଦ ଅପରାଜିତା ଭୁବନେଶ୍ବର: ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଭୁବନେଶ୍ୱର ଲୋକସଭା ଅନ୍ତର୍ଗତ ଜଟଣୀ ନାଇଜର ଠାରେ 650 କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ…