ଟାଟା ଷ୍ଟିଲ୍ ଫ୍ରେଣ୍ଡସିପ୍ କପ୍‌

ଭୁବନେଶ୍ବର:  “ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍‌ଭାବନା ସୃଷ୍ଟି ହୋଇଥାଏ। ଖେଳୁଆଡ଼ ମନୋଭାବ ଏବଂ ଭାଇଚାରା ହିଁ…