ଆଜିର ଖବର ଟିଭିଏସ୍ ମୋଟର୍ସ ସହିତ ବୁଝାମଣାପତ୍ର ସ୍ୱାକ୍ଷର କଲେ ଉତ୍ତରାଖଣ୍ଡ ସରକାର: ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଯୁବକମାନଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାର ଟିଭିଏସ୍ ମୋଟର୍ସ ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ରାଜ୍ୟ ନିଯୁକ୍ତି ଏବଂ ଦକ୍ଷତା ବିକାଶ…