ଜାତୀୟ ଖବର କର୍ମ ନିଯୁକ୍ତି ଏବଂ ଉତ୍ପାଦନକ୍ଷମ ରୋଜଗାର ସୃଷ୍ଟି ପାଇଁ ଟିସିଏଫ୍ ସହିତ ବୁଝାମଣା କଲେ ରାଜ୍ୟ ସରକାର ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ‘ଯୋଜନା ଓ ସଂଯୋଜନ ବିଭାଗ’ ଏବଂ ‘ଦି କନଭରଜେନ୍ସ ଫାଉଣ୍ଡେସନ(ଟିସିଏଫ୍)’, ମୁଖ୍ୟାଳୟ-ନୂଆଦିଲ୍ଲୀ ମଧ୍ୟରେ କର୍ମ ନିଯୁକ୍ତି ଏବଂ ଉତ୍ପାଦନକ୍ଷମ ରୋଜଗାର ସୃଷ୍ଟି (…