ଆଜିର ଖବର ପଞ୍ଜାବ ପରେ ଛତିଶଗଡ କଂଗ୍ରେସରେ ବିବାଦ: ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ଲାଗି ଦିଲ୍ଲୀରେ ପହଞ୍ଚିଲେ ନେତା ନୂଆଦିଲ୍ଲୀ: ପଞ୍ଜାବ ପରେ ଏବେ ଛତିଶଗଡ କଂଗ୍ରେସର ଲଢେଇ ଏବେ ଦିଲ୍ଲୀରେ ପହଞ୍ଚିଛି। ସୂଚନାନୁସାରେ ଆସନ୍ତାକାଲି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ…