ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ଦଶଟା ସମୟରେ ଭିଡିଓ କନଫରେନ୍ସ ଜରିଆରେ ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ ଅଭିଯାନର ଶୁଭାରମ୍ଭ କରିବେ। ଦେଶର କୋଣଅନୁକୋଣରେ ପହଞ୍ଚିବାକୁ…