ଆଜିର ଖବର ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ: ଟୁଇନ୍ ସିଟିର ନୂଆ ପୋଲିସ କମିଶନର ହେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ କରିଛନ୍ତି। ୧୯୯୫ ବ୍ୟାଚର ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଟୁଇନ୍ ସିଟିର ନୂଆ ପୋଲିସ କମିଶନର…