ଆଜିର ଖବର ବାଲୁଗାଁ ଟେଣ୍ଡର କାର୍ଯ୍ୟରେ ଅନିୟମିତତାକୁ ନେଇ ତାତିଲେ ଜନତା: ଅତିରିକ୍ତ ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଟେଣ୍ଡର ଆହ୍ବାନ କରାଯାଇଥିବାବେଳେ ଗୁରବାର ଅପରାହ୍ଣରେ ଟେଣ୍ଡରର ପକ୍ରିୟାକରଣ…