ଆଜିର ଖବର ଓଡ଼ିଶା ଟେଲିକମ ବଜାରରେ ଜିଓର ଜୟଯାତ୍ରା ଜାରି, ସେପ୍ଟେମ୍ବରରେ ଯୋଡ଼ିଲା ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ: ଟ୍ରାଇ ତଥ୍ୟ ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବର ମାସରେ ସର୍ବାଧିକ ସଂଖ୍ୟକ…