ବିଶେଷ ଖବର ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ପୁତିନ ୟୁକ୍ରେନ୍ ସଂକ୍ରାନ୍ତ…