ଖେଳ ଟୋକିଓ ଅଲମ୍ପିକସ: ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ …