ବିଶେଷ ଖବର ଟ୍ୱିନ୍ ସିଟିରେ ବଢ଼ୁଛି ନଦୀକୁ ଡେଇଁ ଆତ୍ମହତ୍ୟା: ୫ ବର୍ଷରେ ଅକାଳରେ ଗଲାଣି ୫୫ ଜୀବନ ଭୁବନେଶ୍ବର: ଟ୍ୱିନ୍ ସିଟି (କଟକ ଓ ଭୁବନେଶ୍ୱର) ଅଞ୍ଚଳରେ ନଦୀକୁ ଡେଇଁ ଆତ୍ମହତ୍ୟା କରିବା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ୨୦୨୧ ରୁ ୨୦୨୬…