ଅପରାଧ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ: ୪ ଟି ଟ୍ରକକୁ ଜବତ କରିବା ସହ ୩ ଜଣଙ୍କୁ ଗିରଫ କଲା ନିରାକାରପୁର ପୋଲିସ ନିରାକାରପୁର: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ବୃଦ୍ଧିପାଉଛି। ଏହାକୁ ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବୈଠକ…