ଟ୍ରକ୍‌-ଟ୍ରଲର ମୁହାଁମୁହିଁ ଧକ୍କା

ପର୍ଜଙ୍ଗ: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଅଞ୍ଚଳ ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। କୁଆଳୋ…