ଆଜିର ଖବର ସଫଳ ହେଲା ତୃତୀୟ ପର୍ଯ୍ୟାୟ ଟୀକାକରଣର ଟ୍ରାଏଲ୍ ରନ୍: ପଞ୍ଜୀକରଣ କରିଥିବା ବ୍ୟକ୍ତି ୩ ରୁ ନେବେ ଟୀକା ଭୁବନେଶ୍ଵର: ଭୁବନେଶ୍ଵରରେ ଚାଲିଥିବା ତୃତୀୟ ପର୍ଯ୍ୟାୟ ଟୀକାକରଣର ଟ୍ରାଏଲ୍ ରନ୍ ସଫଳ ହୋଇଛି। ଆଜି ଆଇଆରସି ଭିଲେଜ ମେଡିକାଲରୁ ଟ୍ରାଏଲ୍ ରନ୍ ଆରମ୍ଭ ହୋଇଥିଲା। ଏହି ଟ୍ରାଏଲ୍…