ଆଜିର ଖବର ଭାରତୀୟ ରେଳବାଇର ତିନୋଟି ଟ୍ରାକ୍ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ୯୦୭୨ କୋଟି ଟଙ୍କା (ଆନୁମାନିକ)ର ବ୍ୟୟବରାଦ ସହିତ…