ଆଜିର ଖବର ଟ୍ରାକ ନିରାପତ୍ତା ଜନିତ ବାଡ଼ ଦେବା କାର୍ଯ୍ୟ ପାଇଁ 275.01 କୋଟି ମଞ୍ଜୁର: 130 କି.ମି. ବେଗରେ ଚାଲିବ ଟ୍ରେନ ଭୁବନେଶ୍ୱର: ରେଳ ନିରାପତ୍ତାକୁ ସୁଦୃଢ଼ କରିବା ଏବଂ ଟ୍ରେନର ଗତି ବୃଦ୍ଧି କରାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳର…