ଆଜିର ଖବର କଟକ ଟ୍ରାଫିକ୍ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି କଟକ: କଟକ ମହାନଗରରେ ବଢ଼ୁଥିବା ଟ୍ରାଫିକ୍ ଭିଡ଼କୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ। ଭିଡ଼ ଯୋଗୁଁ ସାଧାରଣ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହେବା ସହ ଜରୁରୀ…