ରାଜ୍ୟ ଖବର ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ, 5ଟି ଅଧ୍ୟକ୍ଷଙ୍କ ବୈଠକରେ ନିଷ୍ପତି ଭୁବନେଶ୍ବର: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏ ସମ୍ପର୍କରେ…