ଜାତୀୟ ଖବର ବଲାଙ୍ଗିର ଦିନ୍ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଏଠାରେ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି ଭୁବନେଶ୍ବର: ବଲାଙ୍ଗିର ଦିନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗିର ଦିନ୍ କମିଟି ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରେ ଆୟୋଜିତ ମହୋତ୍ସବରେ…